Online Bible

- Reklamy -




ଲୂକ ଲିଖିତ ସୁସମାଚାର 24:19 - ପବିତ୍ର ବାଇବଲ (CL) NT (BSI)

19 “କେଉଁ ଘଟଣା”? ସେ ପଚାରିଲେ। ସେମାନେ ଉତ୍ତର ଦେଲେ, “ନାଜରିତର ଯୀଶୁଙ୍କ ପ୍ରତି ଯାହା ସବୁ ଘଟିଲା। ସେ ଜଣେ ଭାବବାଦୀ ଥିଲେ। ଈଶ୍ୱରଙ୍କ ଦୃଷ୍ଟିରେ ଓ ଲୋକମାନଙ୍କ ବିଚାରରେ ସେ ଜଣେ ଅତି ଶକ୍ତିଶାଳୀ ବ୍ୟକ୍ତି ଥିଲେ। ତାଙ୍କର ସମସ୍ତ କାର୍ଯ୍ୟ ଓ କଥାରୁ ଏହା ଜଣାପଡ଼ୁଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ଵର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,

Viz kapitola kopírovat

ଓଡିଆ ବାଇବେଲ

19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,

Viz kapitola kopírovat

ପବିତ୍ର ବାଇବଲ

19 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁ ଘଟଣା ଗୁଡ଼ିକ ବିଷୟରେ କହୁଛ?” ଲୋକମାନେ ଯୀଶୁଙ୍କୁ କହିଲେ, “ନାଜରିତୀୟ ଯୀଶୁଙ୍କ ବିଷୟରେ। ସେ ପରମେଶ୍ୱର ଓ ଲୋକମାନଙ୍କ ପାଇଁ ଜଣେ ମହାନ୍ ଭବିଷ୍ୟ‌ଦ୍‌ବକ୍ତା ଥିଲେ। ସେ ବହୁତ ଗୁଡ଼ିଏ ଶକ୍ତିଶାଳୀ କାର୍ଯ୍ୟ କରିଥିଲେ ଓ କହିଥିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 24:19

Následuj nás:

Reklamy


Reklamy