ଲୂକ ଲିଖିତ ସୁସମାଚାର 24:7 - ପବିତ୍ର ବାଇବଲ (CL) NT (BSI)7 ‘ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେବେ। ତାଙ୍କୁ କ୍ରୁଶବିଦ୍ଧ କରାଯିବ, କିନ୍ତୁ ତୃତୀୟ ଦିବସରେ ସେ ପୁନରୁତ୍ôଥତ ହେବେ’।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର। Viz kapitolaଓଡିଆ ବାଇବେଲ7 ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର। Viz kapitolaପବିତ୍ର ବାଇବଲ7 ଯୀଶୁ କହିଥିଲେ ଯେ, ମନୁଷ୍ୟୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତରେ କ୍ରୁଶରେ ମାରି ଦିଆଯିବା ପାଇଁ ଅବଶ୍ୟ ଦେଇ ଦିଆଯିବ। କିନ୍ତୁ ସେ ପୁଣି ମୃତ୍ୟୁରୁ ତୃତୀୟ ଦିନ ଜୀବିତ ହୋଇ ଉଠିବେ।” Viz kapitola |