ଲୂକ ଲିଖିତ ସୁସମାଚାର 3:20 - ପବିତ୍ର ବାଇବଲ (CL) NT (BSI)20 ହେରୋଦ ଯୋହନଙ୍କୁ କାରାଗାରରେ ନିକ୍ଷେପ କରି ନିଜ ଦୁଷ୍କର୍ମର ମାତ୍ରା ବଢ଼ାଇ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେ ତାଙ୍କୁ କାରାରୁଦ୍ଧ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ। Viz kapitolaଓଡିଆ ବାଇବେଲ20 ସେ ତାହାଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ। Viz kapitolaପବିତ୍ର ବାଇବଲ20 ସେହିଭଳି ହେରୋଦ ଆଉ ଗୋଟିଏ ଖରାପ କାମ କଲେ। ସେ ଯୋହନଙ୍କୁ ବନ୍ଦୀଶାଳାରେ ରଖିଲେ। ସେ ଯେତେ କୁକର୍ମ କରିଥିଲେ, ସେଥିରେ ଏହି କୁକର୍ମଟି ଯୋଗ ହେଲା। Viz kapitola |