Online Bible

- Reklamy -




ଲୂକ ଲିଖିତ ସୁସମାଚାର 4:33 - ପବିତ୍ର ବାଇବଲ (CL) NT (BSI)

33 ଉପାସନା ଗୃହରେ ଜଣେ ଭୂତାବିଷ୍ଟ ଲୋକ ଥିଲା। ସେ ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲା,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚ ସ୍ଵରରେ ଚିତ୍କାର କଲା,

Viz kapitola kopírovat

ଓଡିଆ ବାଇବେଲ

33 ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତଗ୍ରସ୍ତ ଲୋକ ଥିଲା; ସେ ଉଚ୍ଚ ସ୍ୱରରେ ଚିତ୍କାର କଲା,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚସ୍ୱରରେ ଚିତ୍କାର କଲା,

Viz kapitola kopírovat

ପବିତ୍ର ବାଇବଲ

33 ସେହି ସମାଜଗୃହରେ ଥିବା ଜଣେ ଲୋକ ଦେହରେ ଦୁଷ୍ଟାତ୍ମା ଆସି ରହିଥିଲା। ସେ ବଡ଼ପାଟିରେ ଚିତ୍କାର କରି କହିଲା,

Viz kapitola kopírovat




ଲୂକ ଲିଖିତ ସୁସମାଚାର 4:33

Následuj nás:

Reklamy


Reklamy