ଲୂକ ଲିଖିତ ସୁସମାଚାର 5:22 - ପବିତ୍ର ବାଇବଲ (CL) NT (BSI)22 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣିପାରି ସେମାନଙ୍କୁ କହିଲେ, “ତୁମେ କାହିଁକି ଏପରି କଥା ସବୁ ଭାବୁଛ? Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଯୀଶୁ ସେମାନଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ? Viz kapitolaଓଡିଆ ବାଇବେଲ22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ? Viz kapitolaପବିତ୍ର ବାଇବଲ22 କିନ୍ତୁ ଯୀଶୁ ଜାଣପାରିଲେ ଯେ ସେମାନେ କ’ଣ ଭାବୁଛନ୍ତି। ସେ କହିଲେ, “ତୁମ୍ଭେମାନେ ମନ ଭିତରେ ଏଭଳି ବିଗ୍ଭର କାହିଁକି ଆଣୁଛ? Viz kapitola |