ଲୂକ ଲିଖିତ ସୁସମାଚାର 5:6 - ପବିତ୍ର ବାଇବଲ (CL) NT (BSI)6 ସେମାନେ ଜାଲ ପକାଇଲେ ଓ ଏତେ ମାଛ ପଡ଼ିଲା ଯେ ଜାଲଟି ଛିଣ୍ଡିଯିବା ପରି ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି ସେମାନଙ୍କ ଜାଲ ଛିଣ୍ତିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ6 କେଉଟମାନେ ସେମାନଙ୍କର ଜାଲ ପାଣିରେ ପକେଇଲେ। ତାହାଙ୍କର ଜାଲସବୁ ଏତେ ମାଛରେ ବୋଝେଇ ହୋଇଗଲା ଯେ ଜାଲସବୁ ଛିଣ୍ଡି ଯିବାକୁ ଲାଗିଲା। Viz kapitola |