ଲୂକ ଲିଖିତ ସୁସମାଚାର 6:11 - ପବିତ୍ର ବାଇବଲ (CL) NT (BSI)11 ସେମାନେ ସମସ୍ତେ କ୍ରୋଧ ଜର୍ଜ୍ଜରିତ ହୋଇ ଯୀଶୁଙ୍କ ପ୍ରତି କ’ଣ କରିବେ, ସେ ବିଷୟରେ ଷଡ଼ଯନ୍ତ୍ର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ସେମାନେ କ୍ରୋଧରେ ଉନ୍ମତ୍ତ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ11 କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ11 ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସେମାନେ ନିଜ ନିଜ ଭିତରେ କଥାବାର୍ତ୍ତା କଲେ, “ଯୀଶୁଙ୍କ ପାଇଁ କ’ଣ କରାଯିବ?” Viz kapitola |