ଲୂକ ଲିଖିତ ସୁସମାଚାର 6:26 - ପବିତ୍ର ବାଇବଲ (CL) NT (BSI)26 “ହାୟ! ଯଦି ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତି, ତୁମ୍ଭମାନଙ୍କ ଦଶା ମଧ୍ୟ ଭୟଙ୍କର ହେବ, କାରଣ ସେମାନଙ୍କ ପୂର୍ବପୁରୁଷମାନେ ଶଠ ଭାବବାଦୀମାନଙ୍କର ମଧ୍ୟ ସେହିପରି ପ୍ରଶଂସା କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯେତେବେଳେ ଲୋକସମସ୍ତେ ତୁମ୍ଭମାନଙ୍କର ସୁଖ୍ୟାତି କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ତର ପାତ୍ର; ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ତ ଭାବବାଦୀମାନଙ୍କ ପ୍ରତି କରୁଥିଲେ। Viz kapitolaଓଡିଆ ବାଇବେଲ26 ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ। Viz kapitolaପବିତ୍ର ବାଇବଲ26 “ଧିକ୍ ତୁମ୍ଭମାନଙ୍କୁ ଯେଉଁମାନଙ୍କୁ ବର୍ତ୍ତମାନେ ଲୋକେ ‘ଭଲ’ ବୋଲି କହୁଛନ୍ତି। କାରଣ ସେମାନଙ୍କର ପୂର୍ବପୁରୁଷମାନେ ଭଣ୍ଡ ଭବିଷ୍ୟଦ୍ବକ୍ତାମାନଙ୍କୁ ମଧ୍ୟ ଭଲ ବୋଲି କହୁଥିଲେ। Viz kapitola |