ଲୂକ ଲିଖିତ ସୁସମାଚାର 6:31 - ପବିତ୍ର ବାଇବଲ (CL) NT (BSI)31 ତୁମ୍ଭେମାନେ ଅନ୍ୟମାନଙ୍କଠାରୁ ଯେପରି ବ୍ୟବହାର ପାଇବାକୁ ଇଚ୍ଛା କର, ସେମାନଙ୍କ ପ୍ରତି ସେହିପରି ବ୍ୟବହାର କର। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହିପ୍ରକାର କର। Viz kapitolaଓଡିଆ ବାଇବେଲ31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର। Viz kapitolaପବିତ୍ର ବାଇବଲ31 ଅନ୍ୟ ଲୋକମାନେ ତୁମ୍ଭମାନଙ୍କୁ ଯେଭଳି ବ୍ୟବହାର ଦେଖାନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ଅନ୍ୟମାନଙ୍କୁ ମଧ୍ୟ ସେହିଭଳି ବ୍ୟବହାର ଦେଖାଅ। Viz kapitola |