ଲୂକ ଲିଖିତ ସୁସମାଚାର 6:40 - ପବିତ୍ର ବାଇବଲ (CL) NT (BSI)40 କୌଣସି ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ, କିନ୍ତୁ ଶିଷ୍ୟର ଶିକ୍ଷା ସିଦ୍ଧ ହେଲେ ସେ ଗୁରୁଙ୍କ ସମକକ୍ଷ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ। Viz kapitolaଓଡିଆ ବାଇବେଲ40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ। Viz kapitolaପବିତ୍ର ବାଇବଲ40 ଜଣେ ଛାତ୍ର ତା’ ଶିକ୍ଷକଠାରୁ ବଡ଼ ହେଇ ପାରିବ ନାହିଁ। କିନ୍ତୁ ଛାତ୍ର ଜଣକ ପ୍ରତ୍ୟେକ ବିଷୟ ସମ୍ପୂର୍ଣ୍ଣ ଶିଖି ସାରିବା ପରେ ନିଜ ଶିକ୍ଷକଙ୍କ ସମାନ ହୋଇଯାଏ। Viz kapitola |