ଲୂକ ଲିଖିତ ସୁସମାଚାର 6:8 - ପବିତ୍ର ବାଇବଲ (CL) NT (BSI)8 କିନ୍ତୁ ଯୀଶୁ ସେମାନଙ୍କର ମନୋଭାବ ଜାଣି ଲୋକଟିକୁ କହିଲେ, “ଉଠି ଠିଆହୁଅ।” ଲୋକଟି ଉଠି ସେଠାରେ ଠିଆହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ସେ ସେମାନଙ୍କର ତର୍କବିତର୍କ ଜ୍ଞାତ ହୋଇ, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ। ପୁଣି, ସେ ଉଠି ଠିଆ ହେଲା। Viz kapitolaଓଡିଆ ବାଇବେଲ8 କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ । ପୁଣି, ସେ ଉଠି ଠିଆ ହେଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା। Viz kapitolaପବିତ୍ର ବାଇବଲ8 କିନ୍ତୁ ସେମାନେ କ’ଣ ଭାବୁଛନ୍ତି, ତାହା ଯୀଶୁ ଜାଣି ପାରିଲେ। ତେଣୁ ଯେଉଁ ଲୋକଟିର ହାତ ପଙ୍ଗୁ ହୋଇ ଯାଇଥିଲା, ଯୀଶୁ ତାହାକୁ କହିଲେ, “ଉଠ ଓ ସମସ୍ତଙ୍କ ଆଗରେ ଠିଆ ହୋଇ ଯାଅ।” ସେ ଉଠିପଡ଼ି ସମସ୍ତଙ୍କ ଆଗରେ ଠିଆ ହୋଇଗଲା। Viz kapitola |