ଲୂକ ଲିଖିତ ସୁସମାଚାର 7:13 - ପବିତ୍ର ବାଇବଲ (CL) NT (BSI)13 ସେହି ସ୍ତ୍ରୀ ଲୋକକୁ ଦେଖି ପ୍ରଭୁଙ୍କ ହୃଦୟ ଦୟାରେ ବିଗଳିତ ହେଲା ଓ ସେ ତାକୁ କହିଲେ, “କାନ୍ଦ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ। Viz kapitolaଓଡିଆ ବାଇବେଲ13 ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।” Viz kapitolaପବିତ୍ର ବାଇବଲ13 ସେହି ବିଧବାକୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ସେ ତାକୁ କହିଲେ, “କାନ୍ଦ ନାହିଁ।” Viz kapitola |