ଲୂକ ଲିଖିତ ସୁସମାଚାର 7:2 - ପବିତ୍ର ବାଇବଲ (CL) NT (BSI)2 ସେଠାକାର ଜଣେ ରୋମୀୟ ସେନାଧ୍ୟକ୍ଷଙ୍କର ଜଣେ ପ୍ରିୟ ଦାସ ଅସୁସ୍ଥ ହୋଇ ମୃତପ୍ରାୟ ଅବସ୍ଥାରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ପୀଡ଼ିତ ହୋଇ ମୃତପ୍ରାୟ ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲା। Viz kapitolaଓଡିଆ ବାଇବେଲ2 ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ। Viz kapitolaପବିତ୍ର ବାଇବଲ2 ସେ ସମୟରେ କଫର୍ନାହୂମରେ ଜଣେ ଶତସେନାପତି ଥିଲେ। ତାହାଙ୍କର ଗୋଟିଏ ଗ୍ଭକର ଏତେ ବେମାର ଥିଲା ଯେ ସେ ପ୍ରାୟ ମରିଯିବା ଅବସ୍ଥାରେ ଥିଲା। ଶତସେନାପତି ଗ୍ଭକରଟିକୁ ଖୁବ୍ ଭଲ ପାଉଥିଲେ। Viz kapitola |