ଲୂକ ଲିଖିତ ସୁସମାଚାର 8:18 - ପବିତ୍ର ବାଇବଲ (CL) NT (BSI)18 “ସେଥିପାଇଁ ତୁମ୍ଭେମାନେ କିପରି ଶୁଣୁଛ, ସେ ବିଷୟରେ ସାବଧାନ ହୁଅ; କାରଣ ଯାହାର ଅଛି, ତାହାକୁ ଆହୁରି ଦିଆଯିବ, କିନ୍ତୁ ଯାହାର ନାହିଁ, ତାହାର ଯାହା କିଛି ଅଛି ବୋଲି ସେ ଭାବେ, ତାହା ମଧ୍ୟ ତା’ଠାରୁ ଛଡ଼ାଇ ନିଆଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ। Viz kapitolaଓଡିଆ ବାଇବେଲ18 ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।” Viz kapitolaପବିତ୍ର ବାଇବଲ18 ତୁମ୍ଭେମାନେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନ ଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସେତକ ମଧ୍ୟ ତା'ଠାରୁ ଛଡ଼ାଇ ନିଆଯିବ।” Viz kapitola |