ଲୂକ ଲିଖିତ ସୁସମାଚାର 9:18 - ପବିତ୍ର ବାଇବଲ (CL) NT (BSI)18 ଦିନେ ଯୀଶୁ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାଙ୍କ ପାଖକୁ ଆସିଲେ। ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ, ଏ ବିଷୟରେ ଲୋକମାନେ କ’ଣ କହନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଥରେ ସେ ନିରୋଳରେ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକ-ସାଧାରଣ କଅଣ କହନ୍ତି? Viz kapitolaଓଡିଆ ବାଇବେଲ18 ଥରେ ସେ ଏକୁଟିଆ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକସାଧାରଣ କ'ଣ କହନ୍ତି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?” Viz kapitolaପବିତ୍ର ବାଇବଲ18 ଥରେ ଯୀଶୁ ଏକୁଟିଆ ପ୍ରାର୍ଥନା କରୁଥିଲେ। ତାହାଙ୍କ ଶିଷ୍ୟମାନେ ଏକାଠି ମିଳି ସେହିସ୍ଥାନକୁ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ଲୋକେ କ’ଣ ସବୁ କହୁଛନ୍ତି?” Viz kapitola |