ଲୂକ ଲିଖିତ ସୁସମାଚାର 9:34 - ପବିତ୍ର ବାଇବଲ (CL) NT (BSI)34 ସେ ଏହିପରି କହୁଥିବା ସମୟରେ, ଖଣ୍ଡିଏ ମେଘ ଭାସି ଆସି ତା’ର ଛାୟାରେ ସେମାନଙ୍କୁ ଆଚ୍ଛାଦନ କଲା। ଶିଷ୍ୟମାନେ ଭୟଭୀତ ହେଲେ Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେ ଏହା କହୁ କହୁ ଖଣ୍ତେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୀତ ହେଲେ। Viz kapitolaଓଡିଆ ବାଇବେଲ34 ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ। Viz kapitolaପବିତ୍ର ବାଇବଲ34 ପିତର ଏହିସବୁ କଥା କହିବା ସମୟରେ ଖଣ୍ଡେ ମେଘ ଉଠି ଆସିଲା ସମସ୍ତଙ୍କୁ ଘୋଡ଼ାଇ ପକେଇଲା। ମେଘ ସେମାନଙ୍କୁ ଘୋଡ଼ାଇ ପକାଇବାରୁ ପିତର, ଯାକୁବ ଓ ଯୋହନ ଡରିଗଲେ। Viz kapitola |