ଲୂକ ଲିଖିତ ସୁସମାଚାର 9:36 - ପବିତ୍ର ବାଇବଲ (CL) NT (BSI)36 ବାଣୀ ଉଚ୍ଚାରିତ ହେବା ପରେ ଯୀଶୁ ସେଠାରେ ଏକାକୀ ଥିବାର ଦେଖାଗଲା। ଶିଷ୍ୟମାନେ ଏସବୁ ବିଷୟରେ ନୀରବ ରହିଲେ। ସେମାନେ ଦେଖିଥିବା ବିଷୟ କାହାକୁ କହିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେସମୟରେ କାହାକୁ କହିଲେ ନାହିଁ। Viz kapitolaଓଡିଆ ବାଇବେଲ36 ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ । ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ। Viz kapitolaପବିତ୍ର ବାଇବଲ36 ଆକାଶବାଣୀ ହୋଇ ସାରିବା ପରେ ସେଠାରେ କେବଳ ଯୀଶୁ ଥିଲେ। ପିତର, ଯାକୁବ ଓ ଯୋହନ ଏ ବିଷୟରେ ନୀରବ ରହିଲେ। ସେମାନେ ଯାହାକିଛି ଦେଖିଥିଲେ, ସେ ବିଷୟରେ ସେ ସମୟରେ କାହାରିକୁ କିଛି କହିଲେ ନାହିଁ। Viz kapitola |