ଲୂକ ଲିଖିତ ସୁସମାଚାର 9:45 - ପବିତ୍ର ବାଇବଲ (CL) NT (BSI)45 କିନ୍ତୁ ଶୁଷ୍ୟମାନେ ଏହି କଥାର ଅର୍ଥ ବୁଝିପାରିଲେ ନାହିଁ। ସେମାନେ ଯେପରି ବୁଝି ନ ପାରିବେ, ସେଥିପାଇଁ ଏହା ସେମାନଙ୍କଠାରୁ ଗୁପ୍ତ ରଖାଯାଇଥିଲା ଓ ସେମାନେ ଏ ବିଷୟରେ କିଛି ପଚାରିବା ପାଇଁ ମଧ୍ୟ ଭୟ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନଙ୍କର ବୋଧଗମ୍ୟ ନ ହୁଏ, ପୁଣି ସେମାନେ ସେହି କଥା ସମ୍ଵନ୍ଧରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ। Viz kapitolaଓଡିଆ ବାଇବେଲ45 କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ , ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ। Viz kapitolaପବିତ୍ର ବାଇବଲ45 କିନ୍ତୁ ଶିଷ୍ୟମାନେ ଯୀଶୁଙ୍କ ଏ କଥାର କିଛି ଅର୍ଥ ବୁଝି ପାରିଲେ ନାହିଁ। ଏହାର ଅର୍ଥ ସେମାନଙ୍କ ପ୍ରତି ଲୁକାୟିତ ଥିଲା। ତେଣୁ ସେମାନେ କିଛି ଏହାକୁ ବୁଝି ପାରିଲେ ନାହିଁ କିନ୍ତୁ ସେମାନେ ଯୀଶୁଙ୍କୁ ଏ ବିଷୟରେ ପଗ୍ଭରିବାକୁ ସାହସ କଲେ ନାହିଁ। Viz kapitola |