ଲୂକ ଲିଖିତ ସୁସମାଚାର 9:5 - ପବିତ୍ର ବାଇବଲ (CL) NT (BSI)5 ଯେଉଁଠାରେ ଲୋକମାନେ ତୁମକୁ ସ୍ୱାଗତ ନ ଜଣାନ୍ତି, ସେହି ସହର ପରିତ୍ୟାଗ କର ଓ ସେମାନଙ୍କ ପ୍ରତି ଚେତାବଦୀ ସ୍ୱରୂପେ ତୁମ ପାଦର ଧୂଳି ଝାଡ଼ିଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ ନ କରନ୍ତି, ସେହି ନଗରରୁ ପ୍ରସ୍ଥାନ କରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ। Viz kapitolaଓଡିଆ ବାଇବେଲ5 ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।” Viz kapitolaପବିତ୍ର ବାଇବଲ5 ଯଦି ନଗରର ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ ନ କରନ୍ତି, ତେବେ ନଗର ଛାଡ଼ି ବାହାରକୁ ଗ୍ଭଲିଯିବ ଓ ତୁମ୍ଭମାନଙ୍କ ପାଦର ଧୂଳିତକ ମଧ୍ୟ ସେଠାରେ ଝାଡ଼ିଦେବ। ତେବେ ଏହା ସେମାନଙ୍କ ପାଇଁ ଚେତାବନୀ ହେବ।” Viz kapitola |