ଲୂକ ଲିଖିତ ସୁସମାଚାର 9:53 - ପବିତ୍ର ବାଇବଲ (CL) NT (BSI)53 କିନ୍ତୁ ସେଠାରେ ଲୋକମାନେ ତାଙ୍କୁ ଗ୍ରହଣ କଲେ ନାହିଁ, କାରଣ ସେ ଯିରୂଶାଲମକୁ ଯାଉଥିଲେ ବୋଲି ସ୍ପଷ୍ଟ ଜଣାପଡ଼ୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)53 କିନ୍ତୁ ସେ ଯିରୂଶାଲମକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ। Viz kapitolaଓଡିଆ ବାଇବେଲ53 କିନ୍ତୁ ସେ ଯିରୂଶାଲମକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ। Viz kapitolaପବିତ୍ର ବାଇବଲ53 କିନ୍ତୁ ଯୀଶୁ ଯିରୁଶାଲମକୁ ଯାଉଥିବାର ଦେଖି ସେଠାକାର ଲୋକ ତାହାଙ୍କୁ ସ୍ୱାଗତ କଲେ ନାହିଁ। Viz kapitola |