ଲୂକ ଲିଖିତ ସୁସମାଚାର 9:59 - ପବିତ୍ର ବାଇବଲ (CL) NT (BSI)59 ସେ ଆଉ ଜଣେ ଲୋକକୁ କହିଲେ, “ମୋର ଅନୁଗମନ କର।” କିନ୍ତୁ ସେ ଲୋକଟି କହିଲା, “ଗୁରୁ! ମୋର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରି ତାଙ୍କୁ କବର ଦେବା ଯାଏ ମୋତେ ସମୟ ଦିଅନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)59 ପୁଣି, ସେ ଆଉ ଜଣଙ୍କୁ କହିଲେ, ମୋହର ଅନୁଗମନ କର। କିନ୍ତୁ ସେ କହିଲେ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ। Viz kapitolaଓଡିଆ ବାଇବେଲ59 ପୁଣି, ସେ ଆଉ ଜଣକୁ କହିଲେ, ମୋହର ଅନୁସରଣ କର । କିନ୍ତୁ ସେ କହିଲେ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT59 ପୁଣି, ସେ ଆଉ ଜଣକୁ କହିଲେ, “ମୋହର ଅନୁଗମନ କର।” କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ। Viz kapitolaପବିତ୍ର ବାଇବଲ59 ତା'ପରେ ଯୀଶୁ ଆଉ ଜଣକୁ କହିଲେ, “ମୋର ଅନୁସରଣ କର।” କିନ୍ତୁ ସେହି ଲୋକଟି କହିଲା, “ପ୍ରଭୁ, ମୋତେ ପ୍ରଥମେ ଯାଇ ମୋ’ ବାପାଙ୍କୁ କବର ଦେବାକୁ ଅନୁମତି ଦିଅନ୍ତୁ।” Viz kapitola |