Online Bible

- Reklamy -




ମାଥିଉ 1:25 - ପବିତ୍ର ବାଇବଲ (CL) NT (BSI)

25 କିନ୍ତୁ ତାଙ୍କର ସେହି ପୁତ୍ର ଜନ୍ମ ହେବା ପର୍ଯ୍ୟନ୍ତ ତାଙ୍କ ସହିତ ସହବାସ କଲେ ନାହିଁ। ଯୋସେଫ ସେହି ପୁତ୍ରଙ୍କୁ ଯୀଶୁ ନାମ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।

Viz kapitola kopírovat

ପବିତ୍ର ବାଇବଲ

25 କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦେବା ପର୍ଯ୍ୟନ୍ତ ସେ ତାହାଙ୍କ ସହିତ ସହବାସ କରି ନ ଥିଲେ। ଆଉ ଯୋଷେଫ ପୁଅଟିର ନାମ ଯୀଶୁ ରଖିଲେ।

Viz kapitola kopírovat




ମାଥିଉ 1:25

Následuj nás:

Reklamy


Reklamy