ମାଥିଉ 1:6 - ପବିତ୍ର ବାଇବଲ (CL) NT (BSI)6 ଯିଶୟଙ୍କ ପୁତ୍ର ଦାଉଦ ରାଜା। ଦାଉଦଙ୍କ ପୁତ୍ର ଶଲୋମନ (ଶଲୋମନଙ୍କ ମାତା ପୂର୍ବେ ଉରିୟଙ୍କ ପତ୍ନୀ ଥିଲେ); Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯିଶୟ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ, Viz kapitolaଓଡିଆ ବାଇବେଲ6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ । ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ, Viz kapitolaପବିତ୍ର ବାଇବଲ6 ଯିଶୟ ରାଜା ଦାଉଦଙ୍କ ବାପା। ଦାଉଦ ଶଲୋମନଙ୍କ ବାପା। (ଶଲୋମନଙ୍କ ମା ଆଗରୁ ଉରୀୟଙ୍କ ସ୍ତ୍ରୀ ଥିଲେ) Viz kapitola |