ମାଥିଉ 10:11 - ପବିତ୍ର ବାଇବଲ (CL) NT (BSI)11 “ଗୋଟିଏ ସହର ବା ଗ୍ରାମରେ ପହଞ୍ଚିବା ପରେ ସେଠାରେ କିଏ ତୁମର କରିବ, ସେ କଥା ବୁଝି ତୁମେ ଅନ୍ୟତ୍ର ଯିବା ପଯ୍ୟନ୍ତ ତାଙ୍କ ଘରେ ରହିଯାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ। Viz kapitolaଓଡିଆ ବାଇବେଲ11 ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ। Viz kapitolaପବିତ୍ର ବାଇବଲ11 “କୌଣସି ନଗର ବା ଗାଁରେ ପ୍ରବେଶ କଲାବେଳେ ସେଠାରେ ଯୋଗ୍ୟ ଲୋକଟିକୁ ବାଛି ବାହାର କର। ସେହି ନଗର ବା ଗାଁ ନ ଛାଡ଼ିବା ପର୍ଯ୍ୟନ୍ତ ସେହି ସ୍ଥାନରେ ରୁହ। Viz kapitola |