Online Bible

- Reklamy -




ମାଥିଉ 10:15 - ପବିତ୍ର ବାଇବଲ (CL) NT (BSI)

15 “ମୁଁ ତୁମକୁ ନିଶ୍ଚିମଭାବେ କହୁଛି, ବିଚାର ଦିନରେ ଏମାନଙ୍କଠରୁ ସଦୋମ ଗମୋଚାର ଲୋକମାନଙ୍କ ପ୍ରତି ଈଶ୍ୱର ଅଧିକ ଅନୁଗ୍ରହ ଦେଖାଇବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର-ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ହମୋରା ଦେଶର ଦଶା ସହନୀୟ ହେବ।

Viz kapitola kopírovat

ଓଡିଆ ବାଇବେଲ

15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”

Viz kapitola kopírovat

ପବିତ୍ର ବାଇବଲ

15 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ଦିନ ନ୍ୟାୟ ହେବ, ସେ ଦିନ ସେହି ନଗରର ଲୋକଙ୍କ ଅବସ୍ଥା ସଦୋମ ଓ ହମୋରା ନଗରର ଲୋକଙ୍କ ଅବସ୍ଥା ଅପେକ୍ଷା ଅଧିକ ଖରାପ ହେବ।

Viz kapitola kopírovat




ମାଥିଉ 10:15

Následuj nás:

Reklamy


Reklamy