ମାଥିଉ 10:16 - ପବିତ୍ର ବାଇବଲ (CL) NT (BSI)16 “ଶୁଣ, ମେଣ୍ଡାମାନଙ୍କୁ ବାଘ ମୁହଁକୁ ଠେଲିଦେଲା ପରି ମୁଁ ତୁମ୍ଭମାନଙ୍କୁ ପଠାଉଛି। ସୁତଚାଂ ତୁମେ ସର୍ପ ନରି ସତର୍କ ରୁହ, କିନ୍ତୁ କପୋତ ପରି ଅମାୟିକ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ। Viz kapitolaଓଡିଆ ବାଇବେଲ16 ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ। Viz kapitolaପବିତ୍ର ବାଇବଲ16 “ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ। Viz kapitola |