ମାଥିଉ 10:23 - ପବିତ୍ର ବାଇବଲ (CL) NT (BSI)23 ଗୋଟିଏ ସହରରେ ତୁମ୍ଭେମାନେ ଉତ୍ପୀଡ଼ିତ ହେଲେ ଅନ୍ୟ ସହରକୁ ପଳାଇ ଯାଅ। ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି, ତୁମ୍ଭମାନେ ଇଶ୍ରାୟେଲର ସବୁ ସହରରେ କାର୍ଯ୍ୟ ଶେଷ କରିବା ପୂର୍ବରୁ ମନୁଷ୍ୟ ପୁତ୍ର ଫେରି ଆସିଥବେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ। Viz kapitolaଓଡିଆ ବାଇବେଲ23 କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ। Viz kapitolaପବିତ୍ର ବାଇବଲ23 ଗୋଟିଏ ନଗରରେ ସେମାନେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ୟ କହୁଛି ଇସ୍ରାଏଲର ସମସ୍ତ ନଗରୀରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ୟପୁତ୍ର ପୁନର୍ବାର ଆସିବେ। Viz kapitola |