Online Bible

- Reklamy -




ମାଥିଉ 10:29 - ପବିତ୍ର ବାଇବଲ (CL) NT (BSI)

29 ପଇସାଟିଏ ଦେଇ ଦୁଇଟି ଘର ଚଟିଆ କିଣି ପାରିବ, କିନ୍ତି ପିତା ଈଶ୍ୱରଙ୍କ ବିନାନୁମତିରେ ଗୋଟିଏ ଘର ଚଟିଆ ତଳେ ପଡ଼େ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ, ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

29 ଦୁଇଟି ଘରଚଟିଆ କ'ଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;

Viz kapitola kopírovat

ପବିତ୍ର ବାଇବଲ

29 ଗୋଟିଏ ପଇସା ମୂଲ୍ୟରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତିରେ ସେଥିରୁ ଗୋଟିଏ ହେଲେ ମଧ୍ୟ ତଳେ ପଡ଼ିବ ନାହିଁ।

Viz kapitola kopírovat




ମାଥିଉ 10:29

Následuj nás:

Reklamy


Reklamy