Online Bible

- Reklamy -




ମାଥିଉ 10:35 - ପବିତ୍ର ବାଇବଲ (CL) NT (BSI)

35 ମୋ’ ଲାଘି ପୁଅ ବାପାର କରିବ, ଝିଅ ମାଆର ବିରୋଧ କରିବ ଏବଂ ଶାଶୁ ବିରୁଦ୍ଧରେ ବୋହୁ ବାହାରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 କାରଣ ମୁଁ ପିତା ସହିତ ପୁତ୍ରର ଓ ମାତା ସହିତ କନ୍ୟାର, ପୁଣି ଶାଶୁ ସହିତ ବୋହୁର ବିରୋଧ ଘଟାଇବାକୁ ଆସିଅଛି,

Viz kapitola kopírovat

ଓଡିଆ ବାଇବେଲ

35 କାରଣ ମୁଁ ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢାଇବାକୁ ଆସିଅଛି,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି,

Viz kapitola kopírovat

ପବିତ୍ର ବାଇବଲ

35 ଏପରି ଘଟଣା ଘଟେଇବା ପାଇଁ ମୁଁ ଆସିଛି: ‘ପୁଅ ତା’ ବାପା ବିରୁଦ୍ଧରେ, ଝିଅ ତା’ ମା ବିରୁଦ୍ଧରେ ଓ ବୋହୂ ତା ଶାଶୁ ବିରୁଦ୍ଧରେ ଠିଆ ହେବ।

Viz kapitola kopírovat




ମାଥିଉ 10:35

Následuj nás:

Reklamy


Reklamy