ମାଥିଉ 10:40 - ପବିତ୍ର ବାଇବଲ (CL) NT (BSI)40 “ଯିଏ ତୁମ୍ଭମାନଙ୍କୁ ସ୍ୱାଗତ କରେ, ସେ ମୋ’ ପ୍ରତି ତାହା କରେ ଏବଂ ଯିଏ ମୋର ସ୍ୱାଗତ କରେ, ସେ ମୋ’ ପ୍ରେରଣକାରୀଙ୍କ ପ୍ରତି ତାହା କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ। Viz kapitolaଓଡିଆ ବାଇବେଲ40 ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 “ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ। Viz kapitolaପବିତ୍ର ବାଇବଲ40 “ଯେଉଁ ଲୋକ ତୁମ୍ଭକୁ ସ୍ୱୀକାର କରେ, ସେ ମୋତେ ମଧ୍ୟ ସ୍ୱୀକାର କରେ, ଯେଉଁ ଲୋକ ମୋତେ ସ୍ୱୀକାର କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କକୁ ମଧ୍ୟ ସ୍ୱୀକାର କରେ। Viz kapitola |