ମାଥିଉ 11:11 - ପବିତ୍ର ବାଇବଲ (CL) NT (BSI)11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଆଜି ପଯ୍ୟନ୍ତ ଏ ଜଗତରେ ଯେତେ ଜଣ ଜନ୍ମିଛନ୍ତି, ସେ ସମସ୍ତଙ୍କଠାରୁ ଯୋହନ ଶ୍ରେଷ୍ଠ। କିକ୍ତୁ ସ୍ୱର୍ଗରାଜ୍ୟରେ ଯେ ସମସ୍ତଙ୍କଠାରୁ ଯୋହନଙ୍କଠାରୁ ମହାନ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁମହାନ୍ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ଵର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ୍। Viz kapitolaଓଡିଆ ବାଇବେଲ11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାଁନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ। Viz kapitolaପବିତ୍ର ବାଇବଲ11 “ମୁଁ ତୁମ୍ଭକୁ ସତ୍ୟ କହୁଛି, ବାପ୍ତିସ୍ମ ଦେଉଥିବା ଯୋହନଙ୍କଠାରୁ ମହାନ୍ ବ୍ୟକ୍ତି ଆଉ କେହିହେଲେ ଜନ୍ମ ହୋଇ ନାହାନ୍ତି। କିନ୍ତୁ ସ୍ୱର୍ଗରାଜ୍ୟରେ ଯେ ସବୁଠାରୁ ଛୋଟ, ସେ ଯୋହନଙ୍କଠାରୁ ମଧ୍ୟ ଶ୍ରେଷ୍ଠ। Viz kapitola |