ମାଥିଉ 11:24 - ପବିତ୍ର ବାଇବଲ (CL) NT (BSI)24 ”ଈଶ୍ୱର ବିଚାର ଦିନରେ ତୁମଠାରୁ ସଦୋମ ପ୍ରତି ଅଧିକ ଦୟା ଦେଖାଇବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର-ଦିନରେ ତୋହର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ। Viz kapitolaଓଡିଆ ବାଇବେଲ24 ତଥାପି ମୁଁ ତୁମ୍ଭମାନଙ୍କୁ କହିଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।” Viz kapitolaପବିତ୍ର ବାଇବଲ24 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ନ୍ୟାୟ ହେବା ଦିନ ତୋର ଦଶା ସଦୋମର ଦଶା ଅପେକ୍ଷା ଅଧିକ ଖରାପ ହେବ।” Viz kapitola |