ମାଥିଉ 11:3 - ପବିତ୍ର ବାଇବଲ (CL) NT (BSI)3 ସେମାନେ ଯାଇ ଯୀଶୁଙ୍କୁ ପଚାରିଲେ, “ଯେଉଁ ବ୍ୟକ୍ତି ଆସିବେ ବୋଲି ଯୋହନ କହିଲେ, ଆପଣ କ’ଣ ସେହି? ନା, ଆମେ ଅନ୍ୟ କାହାର ଅପେକ୍ଷାରେ ରହିବୁ?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? Viz kapitolaଓଡିଆ ବାଇବେଲ3 ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? Viz kapitolaପବିତ୍ର ବାଇବଲ3 ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଯେଉଁ ବ୍ୟକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସେହି ବ୍ୟକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?” Viz kapitola |