ମାଥିଉ 11:8 - ପବିତ୍ର ବାଇବଲ (CL) NT (BSI)8 କାହାକୁ ଦେଖିବାକୁ ଯାଇଥିଲେ? ସୌଖୀପ ପୋଷାକ ପିନ୍ଧିଥିବା ଲୋକମାରେ ରାଜପ୍ରସାଦରେ ରହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପରିହିତ ଜଣେ ବ୍ୟକ୍ତିଙ୍କି? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପରିଧାନ କରନ୍ତି, ସେମାନେ ରାଜବାଟୀରେ ଥାଆନ୍ତି। Viz kapitolaଓଡିଆ ବାଇବେଲ8 ତାହାହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ସୂକ୍ଷ୍ମ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୂକ୍ଷ୍ମ ପୋଷାକ ପିନ୍ଧନ୍ତି, ସେମାନେ ରାଜାଙ୍କ ଘରରେ ଥାଆନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି। Viz kapitolaପବିତ୍ର ବାଇବଲ8 ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ୟକ୍ତିଙ୍କୁ? ତା’ ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନରେ ପାଇ ପାରିବ। Viz kapitola |