Online Bible

- Reklamy -




ମାଥିଉ 12:14 - ପବିତ୍ର ବାଇବଲ (CL) NT (BSI)

14 ଏହାପରେ ଫାରୁଶୀମାନେ ସେ ସ୍ଥାପରୁ ବାହାରିଯାଇ ଯୀଶଉଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।

Viz kapitola kopírovat

ଓଡିଆ ବାଇବେଲ

14 କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।

Viz kapitola kopírovat

ପବିତ୍ର ବାଇବଲ

14 କିନ୍ତୁ ଫାରୂଶୀମାନେ ସେଠାରୁ ବାହାରି ଗଲେ। ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ସେମାନେ ଯୋଜନା କଲେ।

Viz kapitola kopírovat




ମାଥିଉ 12:14

Následuj nás:

Reklamy


Reklamy