ମାଥିଉ 12:20 - ପବିତ୍ର ବାଇବଲ (CL) NT (BSI)20 ଦୁର୍ବଳମାନଙ୍କ ପ୍ରତି ସେ କୋମଳ ବ୍ୟବହାର କରିବ ଏବଂ ଅସହାୟମାନଙ୍କୁ ଦୟା କରିବ। ନ୍ୟାୟ ପ୍ରତିଷ୍ଠିତ ହେବା ପର୍ଯ୍ୟନ୍ତ ସେ ତା’ ସାଧନାରୁ ନିବୃତ୍ତ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି ସଧୂମ ସଳିତା ଲିଭାଇବେ ନାହିଁ। Viz kapitolaଓଡିଆ ବାଇବେଲ20 ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ। Viz kapitolaପବିତ୍ର ବାଇବଲ20 ନଇଁ ପଡ଼ିଥିବା ଛେଗ୍ଭନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ କି ଲିଭି ଆସୁଥିବା ଦୀପଟିକୁ ସେ ଲିଭେଇବେ ନାହିଁ। ନ୍ୟାୟର ବିଜୟ ନ ହେବା ପର୍ଯ୍ୟନ୍ତ ସେ ଅଟଳ ରହିବେ। Viz kapitola |