ମାଥିଉ 12:22 - ପବିତ୍ର ବାଇବଲ (CL) NT (BSI)22 ତା’ପରେ ଦିନେ ଲୋକେ ଗୋଟିଏ ଅନ୍ଧ ଓ ମୂକକୁ ନେଇ ଆସିଲେ। ସେ ଭୂତଗ୍ରସ୍ତ ହୋଇଥିବାରୁ କଥା କହିପାରୁ ନ ଥିଲା। ଯୀଶୁ ତାକୁ ସୁସ୍ଥ କଲେ। ସେ ଦେଖି ପାରିଲା ଓ କଥା କହି ପାରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଓ ଘୁଙ୍ଗା ଲୋକ ତାହାଙ୍କ ନିକଟକୁ ଅଣାଗଲା, ଆଉ ଯୀଶୁ ତାହାକୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା। Viz kapitolaଓଡିଆ ବାଇବେଲ22 ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା। Viz kapitolaପବିତ୍ର ବାଇବଲ22 ତା'ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା, ତା’ ଦେହରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହୋଇଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରିଦେଲେ, ଫଳରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା। Viz kapitola |