ମାଥିଉ 12:29 - ପବିତ୍ର ବାଇବଲ (CL) NT (BSI)29 “ଗୋଟିଏ ବଳବାନ୍ ଲୋକକୁ ଆଗେ ବାନ୍ଧି ନ ପକାଇଲେ, କେହି ତା’ ଘରେ ଜବରଦସ୍ତ ପଶି ତା’ର ସମ୍ପତ୍ତି ଲୁଟ ନେଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଅବା କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ କିପ୍ରକାରେ ତାହା ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ହରଣ କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ। Viz kapitolaଓଡିଆ ବାଇବେଲ29 ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରି ପାରେ ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ। Viz kapitolaପବିତ୍ର ବାଇବଲ29 ଜଣେ ଲୋକ କୌଣସି ବଳବାନ ଲୋକ ଘରେ ପଶି ତା'ର ସମ୍ପତ୍ତି ଗ୍ଭେରେଇନେବାକୁ ଗ୍ଭହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା'ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନେଇ ଯାଇପାରିବ। Viz kapitola |