ମାଥିଉ 12:34 - ପବିତ୍ର ବାଇବଲ (CL) NT (BSI)34 ଆରେ ସର୍ପପରି ଖଳଲୋକେ! ନିଜେ ଖଳ ହୋଇ ତୁମ୍ଭେମାନେଳ କ’ଣ ଭଲ କଥା କହି ପାରିବ? ହୃଦୟର ଭାବ ମୁଖ ଦେଇ ପ୍ରକାଶ ପାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହି ପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ। Viz kapitolaଓଡିଆ ବାଇବେଲ34 ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର ? କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ। Viz kapitolaପବିତ୍ର ବାଇବଲ34 ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ। Viz kapitola |