ମାଥିଉ 12:45 - ପବିତ୍ର ବାଇବଲ (CL) NT (BSI)45 ତା’ଠାରୁ ଆହୁରି ଦୁଷ୍ଟ ସାତ ଜଣେ ପ୍ରେରିତ ନିମନ୍ତ୍ରଣ କରି ଆ;ଣ ଏବଂ ସେମାନେ ସମସ୍ତେ ସେହି ଘରେ ବାସ କରନ୍ତି। ଏହାଦ୍ୱାରା, ସେହି ଭୂତଗ୍ରସ୍ତ ମନୁଷ୍ୟର ଶେଷ ଦଶା ପୂର୍ବ ଦଶା ଅପେକ୍ଷା ଅଧିକ ଶୋଚନୀୟ ହୁଏ। ଏହି ଯୁଗର ଖଳ ଲୋକମାନେ ଏହିପରି ଶୋଚନୀୟ ଦଶା ଭୋଗିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)45 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟା ଆତ୍ମା ସାଙ୍ଗରେ ଘେନି ଆସେ, ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ। Viz kapitolaଓଡିଆ ବାଇବେଲ45 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ । ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।” Viz kapitolaପବିତ୍ର ବାଇବଲ45 ତା'ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସେଠାରେ ବସବାସ କରନ୍ତି। ସେତେବେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚନୀୟ ହୋଇପଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସେହି ଏକାକଥା ଘଟିବ।” Viz kapitola |