ମାଥିଉ 13:21 - ପବିତ୍ର ବାଇବଲ (CL) NT (BSI)21 ସେମାନଙ୍କ ମନର ଗହୀରକୁ ଯାଇ ନ ଥିବାରୁ ସେମାନେ ତାକୁ ବେଶୀ ସମୟ ଧରି ରଖି ପାରନ୍ତି ନାହିଁ। ଏହି ବାର୍ତ୍ତା ଲାଗି ଯେତେବେଳେ କଷ୍ଟ ସ ତାଡ଼ନା ଆସେ, ସେମାନେ ଶୀଘ୍ର ତାକୁ ପରିତ୍ୟାଗ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ। Viz kapitolaଓଡିଆ ବାଇବେଲ21 ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ। Viz kapitolaପବିତ୍ର ବାଇବଲ21 କିନ୍ତୁ ସେ ନିଜ ଭିତରେ ଶିକ୍ଷାକୁ ଦୃଢ଼ ହେବାକୁ ଦିଏ ନାହିଁ, କେବଳ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟରେ ରଖିଥାଏ। ଯେତେବେଳେ ସୁସମାଗ୍ଭର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପାରେ ନାହିଁ, ସେ ଖୁବ୍ ଶୀଘ୍ର ସେଗୁଡ଼ିକୁ ଛାଡ଼ିଦିଏ। Viz kapitola |