ମାଥିଉ 13:22 - ପବିତ୍ର ବାଇବଲ (CL) NT (BSI)22 କଣ୍ଟା ବୁଦା ଯେପରି କେତେକ ବୀଜକୁ ଗ୍ରାସ କରିଦିଏ, ସେହିପରି ଏହି ଜଗତର ଜଞ୍ଜାଳ ଓ ଧନ ସମ୍ପତ୍ତିର ଲାଳା କେତେକ ଲୋକଙ୍କଠାରେ ପହଞ୍ଚି ଥିବା ବାର୍ତ୍ତାକୁ ନଷ୍ଟ କରିଦିଏ ଏବଂ ସେମାନେ କୌଣସି ସୁଫଳ ପାଆନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଯେ ବାକ୍ୟ ଶୁଣେ, ପୁଣି ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ। Viz kapitolaଓଡିଆ ବାଇବେଲ22 ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ। Viz kapitolaପବିତ୍ର ବାଇବଲ22 “କଣ୍ଟାବୁଦାରେ ପଡ଼ିଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକ ଯେ ସୁସମାଗ୍ଭର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମୋହ ଲାଗି ସୁସମାଗ୍ଭରକୁ ତା’ ଭିତରେ ବଢ଼ିବାକୁ ଦିଏ ନାହିଁ, ସେ ବ୍ୟକ୍ତି କେବେ ସଫଳ ହୋଇପାରେ ନାହିଁ। Viz kapitola |