ମାଥିଉ 13:3 - ପବିତ୍ର ବାଇବଲ (CL) NT (BSI)3 ସେ ଗଳ୍ପ ଛଳରେ ସେମାନଙ୍କୁ ଅନେକ କଥା ଶିକ୍ଷା ଦେଲେ। ସେ କହିଲେ, “ଥରେ ଜଣେ ଲୋକ ବିହନ ବୁଣିବାକୁ ବାହିରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କୁ ଅନେକ କଥା କହିଲେ, ଦେଖ, ଜଣେ ବୁଣାଳି ବୁଣିବାକୁ ବାହାରିଲା। Viz kapitolaଓଡିଆ ବାଇବେଲ3 ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା। Viz kapitolaପବିତ୍ର ବାଇବଲ3 ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ୟମରେ ଅନେକ ଉପଦେଶ ଦେଲେ। ଯୀଶୁ କହିଲେ, “ଗୋଟିଏ କୃଷକ ତା’ କ୍ଷେତରେ ବୀଜ ବୁଣିବାକୁ ଗଲା। Viz kapitola |