ମାଥିଉ 13:30 - ପବିତ୍ର ବାଇବଲ (CL) NT (BSI)30 ଅମଳ ପର୍ଯ୍ୟନ୍ତ ଗହମ ଓ ବାଳୁଙ୍ଗା ଏକାଠି ବଢ଼ୁ। ସେତେବେଳେ କଟାଳିମାନଙ୍କୁ କହିବା, ସେମାନେ ଆଗେ ବାଳୁଙ୍ଗାଗୁଡ଼ିକ କାଟି, ବିଡ଼ା ବାନ୍ଧି ପୋଡ଼ି ଦେବେ। ତା’ପରେ ଗହମ ଅମଳ କରି ଖମାରରେ ରଖିବେ’।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ଶସ୍ୟ ନ କାଟିବା ଯାଏ ଦୁହିଁକି ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋʼ ଅମାରରେ ସଂଗ୍ରହ କରି ରଖ। Viz kapitolaଓଡିଆ ବାଇବେଲ30 ଶସ୍ୟ ନ କାଟିବା ଯାଏ ଦୁହିଁକି ଏକାଠି ବଢ଼ିବାକୁ ଚାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଶସ୍ୟ ନ କାଟିବା ଯାଏ ଦୁହିଁକୁ ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ।’” Viz kapitolaପବିତ୍ର ବାଇବଲ30 ଫସଲ ପାଚିବା ପର୍ଯ୍ୟନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢ଼ନ୍ତୁ। କାଟିବା ବେଳେ ମୁଁ କଟାଳୀମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗାଗୁଡ଼ିକୁ ଏକାଠି କରି ବିଡ଼ାବାନ୍ଧି ଜାଳି ଦିଅ, ତା'ପରେ ଗହମ ସଂଗ୍ରହ କରି ଅମାରରେ ରଖିଦିଅ।’” Viz kapitola |