ମାଥିଉ 13:31 - ପବିତ୍ର ବାଇବଲ (CL) NT (BSI)31 ଯୀଶୁ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ଜଣେ ଲୋକ ତା’ କ୍ଷେତରେ ସୋରିଷ ପରି ଛୋଟ ମଞ୍ଜିଟିଏ ପୋତିଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତରେ ବୁଣିଲା। Viz kapitolaଓଡିଆ ବାଇବେଲ31 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା। Viz kapitolaପବିତ୍ର ବାଇବଲ31 ତା'ପରେ ଯୀଶୁ ସେହି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: “ସ୍ୱର୍ଗରାଜ୍ୟ ଗୋଟିଏ ସୋରିଷ ଦାନା ଭଳି। ଜଣେ ତାକୁ ନେଇ ତା’ କ୍ଷେତରେ ଲଗାଏ। Viz kapitola |