ମାଥିଉ 13:36 - ପବିତ୍ର ବାଇବଲ (CL) NT (BSI)36 ଲୋକ ଗହଳିରୁ ବାହାରି ଆସି ଯୀଶୁ ଯେତେବେଳେ ଘର ଭିତରକୁ ଗଲେ, ତାଙ୍କ ଶିଷ୍ୟମାନେ ଆସି ପଚାରିଲେ, “ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ଆମକୁ ବୁଝାନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)36 ପରେ ସେ ଲୋକସମୂହକୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ। Viz kapitolaଓଡିଆ ବାଇବେଲ36 ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ସ୍ପଷ୍ଟରୂପେ ବୁଝାଇ ଦିଅନ୍ତୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ। Viz kapitolaପବିତ୍ର ବାଇବଲ36 ତା'ପରେ ଯୀଶୁ ଲୋକମାନଙ୍କୁ ପଠେଇ ଦେଇ ଘରକୁ ଗଲେ। ତାହାଙ୍କ ପାଖରେ ତାହାଙ୍କ ଶିଷ୍ୟମାନେ ପହଞ୍ଚି କହିଲେ, “ଆମ୍ଭକୁ କ୍ଷେତର ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।” Viz kapitola |