ମାଥିଉ 13:39 - ପବିତ୍ର ବାଇବଲ (CL) NT (BSI)39 ଯେଉଁ ଶତ୍ରୁ ବାଳୁଙ୍ଗା ବୁଣିଲା, ସେ ଶୟତାନ। ଅମଳ ସମୟ ହେଉଛି ଯୁଗାନ୍ତ କାଳ। ଶସ୍ୟକଟାଳୀମାନେ ହେଉଛନ୍ତ ସ୍ୱର୍ଗଦୂତ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି କଟାଳିସବୁ ଦୂତମାନେ। Viz kapitolaଓଡିଆ ବାଇବେଲ39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ। Viz kapitolaପବିତ୍ର ବାଇବଲ39 ଯେଉଁ ଶତ୍ରୁ ଜଣକ ବାଳୁଙ୍ଗା ବୁଣି ଦେଇଥିଲା, ସେ ହେଉଛି ଶୟତାନ। ଫସଲ କାଟିବା ସମୟ ହେଉଛି ଜଗତର ଅନ୍ତିମ ସମୟ ଏବଂ କଟାଳୀ ହେଉଛନ୍ତି ସ୍ୱର୍ଗଦୂତମାନେ। Viz kapitola |