ମାଥିଉ 13:48 - ପବିତ୍ର ବାଇବଲ (CL) NT (BSI)48 “ଜାଲ ପୂର୍ଣ ହୋଇଗଲେ କୂଳକୁ ଟାଣି ଆଣି ଭଲ ଭଲ ମାଛ ସବୁ ବାଛ ଟୋକେଇରେ ରଖନ୍ତୁ ଓ ଅଜାତିଆ ମାଛଗୁଡ଼ିକୁ ଫିଙ୍ଗି ଦିଅନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ, ପୁଣି ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ, କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ। Viz kapitolaଓଡିଆ ବାଇବେଲ48 ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ ପୁଣି, ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ କିନ୍ତୁ ମନ୍ଦ ଗୁଡ଼ାକ ଫୋପାଡ଼ିଦେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ ପୁଣି, ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ। Viz kapitolaପବିତ୍ର ବାଇବଲ48 ଯେତେବେଳେ ଜାଲଟି ମାଛରେ ଭର୍ତ୍ତି ହୋଇଗଲା, କେଉଟମାନେ ଜାଲକୁ, କୂଳକୁ ଟାଣି ଆଣିଲେ। ସେମାନେ ବସିପଡ଼ି ଭଲ ଭଲ ମାଛ ବାଛି ଟୋକେଇରେ ଭର୍ତ୍ତି କଲେ ଓ ଖରାପ ମାଛତକ ଫୋପାଡ଼ି ଦେଲେ। Viz kapitola |