ମାଥିଉ 13:49 - ପବିତ୍ର ବାଇବଲ (CL) NT (BSI)49 ଯୁଗାନ୍ତ ସମୟରେ ଏହିପରି ହେବ। ସ୍ୱର୍ଗଦୂତମାନେ ଧାର୍ମିକମାନଙ୍କଠାରୁ ପାପୀମାନଙ୍କଠାରୁ ପାପୀମାନଙ୍କୁ ଅଲଗା କରିଦେଇ ସେମାନଙ୍କୁ ଜଳନ୍ତା ନିଆରେ ପକାଇ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)49 ଯୁଗା; ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ବିଭିନ୍ନ କରିବେ, Viz kapitolaଓଡିଆ ବାଇବେଲ49 ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ, Viz kapitolaପବିତ୍ର ବାଇବଲ49 ସଂସାର ଶେଷ ହେବା ବେଳେ ଏହିଭଳି ଘଟିବ। ସ୍ୱର୍ଗଦୂତମାନେ ଆସିବେ। ସେମାନେ ଧାର୍ମିକ ଲୋକଙ୍କ ଭିତରୁ ପାପୀ ଲୋକଙ୍କୁ ଅଲଗା କରିଦେବେ। Viz kapitola |