ମାଥିଉ 13:58 - ପବିତ୍ର ବାଇବଲ (CL) NT (BSI)58 ସେମାନେ ତାଙ୍କୁ ବିଶ୍ୱାସ ନ କରିବାରୁ ସେ ସେଠାରେ ତାଙ୍କର ଅଲୌକିକ କାର୍ଯ୍ୟ ଆଉ ଅଧିକ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)58 ଆଉ, ସେ ସେମାନଙ୍କର ଅବିଶ୍ଵାସ ହେତୁ ସେଠାରେ ଅନେକ ଶକ୍ତିର କାର୍ଯ୍ୟ କଲେ ନାହିଁ। Viz kapitolaଓଡିଆ ବାଇବେଲ58 ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ। Viz kapitolaପବିତ୍ର ବାଇବଲ58 ସେଠାକାର ଲୋକେ ଯୀଶୁଙ୍କ ଉପରେ ବିଶ୍ୱାସ କରି ପାରିଲେ ନାହିଁ, ତେଣୁ ଯୀଶୁ ସେଠାରେ ଅଧିକ ଆଶ୍ଚର୍ଯ୍ୟ କାର୍ଯ୍ୟ କଲେ ନାହିଁ। Viz kapitola |